ଗୀତସଂହିତା 138:7 - ଓଡିଆ ବାଇବେଲ7 ମୁଁ ସଙ୍କଟ ମଧ୍ୟରେ ଗମନ କଲେ ହେଁ ତୁମ୍ଭେ ମୋତେ ସୁରକ୍ଷିତ ରଖିବ, ତୁମ୍ଭେ ମୋ’ ଶତ୍ରୁଗଣର କୋପ ପ୍ରତିକୂଳରେ ଆପଣା ହସ୍ତ ବିସ୍ତାର କରିବ ଓ ତୁମ୍ଭ ଦକ୍ଷିଣ ହସ୍ତ ମୋତେ ତ୍ରାଣ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ମୁଁ ସଙ୍କଟ ମଧ୍ୟରେ ଗମନ କଲେ ହେଁ ତୁମ୍ଭେ ମୋତେ ସଜୀବ କରିବ, ତୁମ୍ଭେ ମୋʼ ଶତ୍ରୁଗଣର କୋପ ପ୍ରତିକୂଳରେ ଆପଣା ହସ୍ତ ବିସ୍ତାର କରିବ ଓ ତୁମ୍ଭ ଦକ୍ଷିଣ ହସ୍ତ ମୋତେ ତ୍ରାଣ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ମୁଁ ସଙ୍କଟ ମଧ୍ୟରେ ଗମନ କଲେ ହେଁ ତୁମ୍ଭେ ମୋତେ ସୁରକ୍ଷିତ ରଖିବ, ତୁମ୍ଭେ ମୋʼ ଶତ୍ରୁଗଣର କୋପ ପ୍ରତିକୂଳରେ ଆପଣା ହସ୍ତ ବିସ୍ତାର କରିବ ଓ ତୁମ୍ଭ ଦକ୍ଷିଣ ହସ୍ତ ମୋତେ ତ୍ରାଣ କରିବ। Viz kapitolaପବିତ୍ର ବାଇବଲ7 ହେ ସଦାପ୍ରଭୁ, ଯଦି ମୁଁ ସଙ୍କଟ ମଧ୍ୟରେ ପଡ଼େ ମୋତେ ଜୀବିତ ରଖ। ଯଦି ମୋର ଶତ୍ରୁଗଣ କେବେ ମୋ’ ଉପରେ କ୍ରୋଧ କରନ୍ତି, ତୁମ୍ଭେ ସେମାନଙ୍କଠାରୁ ମୋତେ ବଞ୍ଚାଅ। Viz kapitola |