ଗୀତସଂହିତା 139:11 - ଓଡିଆ ବାଇବେଲ11 ଯଦି ମୁଁ କହେ, “ନିଶ୍ଚୟ ଅନ୍ଧକାର ମୋତେ ମଗ୍ନ କରିବ ଓ ମୋ’ ଚତୁର୍ଦ୍ଦିଗସ୍ଥ ଆଲୁଅ ରାତ୍ରି ହେବ,” Viz kapitolaପବିତ୍ର ବାଇବଲ (Re-edited) - (BSI)11 ଯେବେ ମୁଁ କହେ, ନିଶ୍ଚୟ ଅନ୍ଧକାର ମୋତେ ମଗ୍ନ କରିବ ଓ ମୋʼ ଚତୁର୍ଦ୍ଦିଗସ୍ଥ ଆଲୁଅ ରାତ୍ରି ହେବ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଯଦି ମୁଁ କହେ, ନିଶ୍ଚୟ ଅନ୍ଧକାର ମୋତେ ମଗ୍ନ କରିବ ଓ ମୋʼ ଚତୁର୍ଦ୍ଦିଗସ୍ଥ ଆଲୁଅ ରାତ୍ରି ହେବ, Viz kapitolaପବିତ୍ର ବାଇବଲ11 ହେ ସଦାପ୍ରଭୁ, ମୁଁ ତୁମ୍ଭଠାରୁ ଲୁଚିବା ପାଇଁ ଚେଷ୍ଟା କରି କୁହେ, “ଯଦି ରାତ୍ରି ଦିନରେ ପରିଣତ ହେଲା ତେବେ ଅନ୍ଧକାର ନିଶ୍ଚିତ ଭାବରେ ମୋତେ ଆଚ୍ଛାଦନ କରିବ।” Viz kapitola |