ଗୀତସଂହିତା 139:16 - ଓଡିଆ ବାଇବେଲ16 ତୁମ୍ଭ ଚକ୍ଷୁ ମୋହର ସେହି ଅସମ୍ପୂର୍ଣ୍ଣ ପିଣ୍ଡ ଦେଖିଲା ଓ ମୋହର ଯେଉଁସବୁ ଅଙ୍ଗପ୍ରତ୍ୟଙ୍ଗ ଦିନକୁ ଦିନ ଗଠିତ ହେଲା, ତନ୍ମଧ୍ୟରୁ ଗୋଟିଏ ହେଲେ ନ ହେଉଣୁ ତାହାସବୁ ତୁମ୍ଭ ପୁସ୍ତକରେ ଲିଖିତ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)16 ତୁମ୍ଭ ଚକ୍ଷୁ ମୋହର ସେହି ଅସମ୍ପୂର୍ଣ୍ଣ ପିଣ୍ତ ଦେଖିଲା ଓ ମୋହର ଯେଉଁସବୁ ଅଙ୍ଗପ୍ରତ୍ୟଙ୍ଗ ଦିନକୁ ଦିନ ଗଠିତ ହେଲା, ତନ୍ମଧ୍ୟରୁ ଗୋଟିଏ ହେଲେ ନ ହେଉଣୁ ତାହାସବୁ ତୁମ୍ଭ ପୁସ୍ତକରେ ଲିଖିତ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତୁମ୍ଭ ଚକ୍ଷୁ ମୋହର ସେହି ଅସମ୍ପୂର୍ଣ୍ଣ ପିଣ୍ଡ ଦେଖିଲା ଓ ମୋହର ଯେଉଁସବୁ ଅଙ୍ଗପ୍ରତ୍ୟଙ୍ଗ ଦିନକୁ ଦିନ ଗଠିତ ହେଲା, ତନ୍ମଧ୍ୟରୁ ଗୋଟିଏ ହେଲେ ନ ହେଉଣୁ ତାହାସବୁ ତୁମ୍ଭ ପୁସ୍ତକରେ ଲିଖିତ ଥିଲା। Viz kapitolaପବିତ୍ର ବାଇବଲ16 ତୁମ୍ଭେ ପ୍ରତ୍ୟେକ ଦିନ ମୋର ଶରୀରର ବୃଦ୍ଧିକୁ ମୋର ମାତୃଗର୍ଭରେ ଦେଖିଲ। ତୁମ୍ଭ ପ୍ରତ୍ୟେକ ଅଙ୍ଗପ୍ରତ୍ୟଙ୍ଗକୁ ମୋ’ ତାଲିକାଭୁକ୍ତ କଲ ଏବଂ ସେଗୁଡ଼ିକ ମଧ୍ୟରୁ ଗୋଟିଏ ହେଲେ ବି ବାଦ୍ ଦେଇ ନାହଁ। Viz kapitola |