ଗୀତସଂହିତା 139:21 - ଓଡିଆ ବାଇବେଲ21 ହେ ସଦାପ୍ରଭୁ, ତୁମ୍ଭ ଘୃଣାକାରୀମାନଙ୍କୁ ମୁଁ କ’ଣ ଘୃଣା କରୁ ନାହିଁ ? ଓ ଯେଉଁମାନେ ତୁମ୍ଭ ବିରୁଦ୍ଧରେ ଉଠନ୍ତି, ସେମାନଙ୍କ ପ୍ରତି ମୁଁ କ’ଣ ବିରକ୍ତ ହେଉ ନାହିଁ ? Viz kapitolaପବିତ୍ର ବାଇବଲ (Re-edited) - (BSI)21 ହେ ସଦାପ୍ରଭୋ, ତୁମ୍ଭ ଘୃଣାକାରୀମାନଙ୍କୁ ମୁଁ କʼଣ ଘୃଣା କରୁ ନାହିଁ? ଓ ଯେଉଁମାନେ ତୁମ୍ଭ ବିରୁଦ୍ଧରେ ଉଠନ୍ତି, ସେମାନଙ୍କ ପ୍ରତି ମୁଁ କʼଣ ବିରକ୍ତ ହେଉ ନାହିଁ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ହେ ସଦାପ୍ରଭୋ, ତୁମ୍ଭ ଘୃଣାକାରୀମାନଙ୍କୁ ମୁଁ କʼଣ ଘୃଣା କରୁ ନାହିଁ? ଓ ଯେଉଁମାନେ ତୁମ୍ଭ ବିରୁଦ୍ଧରେ ଉଠନ୍ତି, ସେମାନଙ୍କ ପ୍ରତି ମୁଁ କʼଣ ବିରକ୍ତ ହେଉ ନାହିଁ? Viz kapitolaପବିତ୍ର ବାଇବଲ21 ହେ ସଦାପ୍ରଭୁ, ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ମୁଁ ସେହି ଲୋକମାନଙ୍କୁ ଘୃଣା କରେ। ଯେଉଁମାନେ ତୁମ୍ଭ ବିରୁଦ୍ଧରେ ଯାଆନ୍ତି, ସେହି ଲୋକମାନେ ମୋର ଶତ୍ରୁ। Viz kapitola |