ଗୀତସଂହିତା 139:24 - ଓଡିଆ ବାଇବେଲ24 ଆଉ, ମୋ’ ଅନ୍ତରରେ ଦୁଷ୍ଟତାର କୌଣସି ଆଚରଣ ଅଛି କି ନାହିଁ, ଏହା ଦେଖ, ପୁଣି, ଅନନ୍ତ ପଥରେ ମୋତେ ଗମନ କରାଅ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ଆଉ, ମୋʼ ଅନ୍ତରରେ ଦୁଷ୍ଟତାର କୌଣସି ମାର୍ଗ ଅଛି କି ନାହିଁ, ଏହା ଦେଖ, ପୁଣି ଅନ; ପଥରେ ମୋତେ ଗମନ କରାଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଆଉ, ମୋʼ ଅନ୍ତରରେ ଦୁଷ୍ଟତାର କୌଣସି ଆଚରଣ ଅଛି କି ନାହିଁ, ଏହା ଦେଖ, ପୁଣି, ଅନନ୍ତ ପଥରେ ମୋତେ ଗମନ କରାଅ। Viz kapitolaପବିତ୍ର ବାଇବଲ24 ଏହା ନିଶ୍ଚିତ କର ଯେ, ମୁଁ କୌଣସି ଦୁଷ୍ଟତାର ବାଟରେ ଯାଇ ନାହିଁ। ମୋତେ ସେହି ବାଟରେ ଆଗେଇ ନିଅ, ଯାହା ସବୁଦିନ ପାଇଁ ସତ୍ୟ ହୋଇଅଛି। Viz kapitola |