ଗୀତସଂହିତା 139:5 - ଓଡିଆ ବାଇବେଲ5 ତୁମ୍ଭେ ମୋତେ ପଛରେ ଓ ଆଗରେ ଘେରିଅଛ ଓ ମୋ’ ଉପରେ ଆପଣା ହସ୍ତ ରଖିଅଛ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ତୁମ୍ଭେ ମୋତେ ପଛରେ ଓ ଆଗରେ ଘେରିଅଛ ଓ ମୋʼ ଉପରେ ଆପଣା ହସ୍ତ ରଖିଅଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତୁମ୍ଭେ ମୋତେ ପଛରେ ଓ ଆଗରେ ଘେରିଅଛ ଓ ମୋʼ ଉପରେ ଆପଣା ହସ୍ତ ରଖିଅଛ। Viz kapitolaପବିତ୍ର ବାଇବଲ5 ସଦାପ୍ରଭୁ ତୁମ୍ଭେ ମୋର ଚତୁର୍ପାର୍ଶ୍ୱରେ ଅଛ, ମୋ’ ଆଗରେ ଓ ପଛରେ ଅଛ। ତୁମ୍ଭେ ଆପଣା ସୁରକ୍ଷାର ହାତ ମୋ’ ଉପରେ ରଖିଥାଅ। Viz kapitola |