ଗୀତସଂହିତା 139:8 - ଓଡିଆ ବାଇବେଲ8 ଯଦି ମୁଁ ସ୍ୱର୍ଗକୁ ଆରୋହଣ କରେ, ତେବେ ତୁମ୍ଭେ ସେଠାରେ। ଯଦି ମୁଁ ପାତାଳରେ ବିଛଣା କରେ, ତେବେ ଦେଖ, ତୁମ୍ଭେ ସେଠାରେ Viz kapitolaପବିତ୍ର ବାଇବଲ (Re-edited) - (BSI)8 ଯେବେ ମୁଁ ସ୍ଵର୍ଗକୁ ଆରୋହଣ କରେ, ତେବେ ତୁମ୍ଭେ ସେଠାରେ। ଯେବେ ମୁଁ ପାତାଳରେ ବିଛଣା କରେ, ତେବେ ଦେଖ, ତୁମ୍ଭେ ସେଠାରେ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଯଦି ମୁଁ ସ୍ୱର୍ଗକୁ ଆରୋହଣ କରେ, ତେବେ ତୁମ୍ଭେ ସେଠାରେ। ଯଦି ମୁଁ ପାତାଳରେ ବିଛଣା କରେ, ତେବେ ଦେଖ, ତୁମ୍ଭେ ସେଠାରେ Viz kapitolaପବିତ୍ର ବାଇବଲ8 ହେ ସଦାପ୍ରଭୁ, ଯଦି ମୁଁ ସ୍ୱର୍ଗକୁ ଯାଏ ତେବେ ତୁମ୍ଭେ ସେଠାରେ ଥାଅ। ଯଦି ମୁଁ ପାତାଳକୁ ଯାଏ, ତେବେ ସେଠାରେ ମଧ୍ୟ ତୁମ୍ଭେ ଅଛ। Viz kapitola |