ଗୀତସଂହିତା 14:7 - ଓଡିଆ ବାଇବେଲ7 ଆହା, ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହେଉ ! ଯଦି ସଦାପ୍ରଭୁ ଆପଣା ଲୋକମାନଙ୍କୁ ବନ୍ଦିତ୍ୱରୁ ଫେରାଇ ଆଣନ୍ତି ତେବେ ଯାକୁବ ଉଲ୍ଲାସ କରିବ ଓ ଇସ୍ରାଏଲ ଆନନ୍ଦିତ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଆହା, ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହେଉଣ! Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆହା, ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହେଉ! ଯଦି ସଦାପ୍ରଭୁ ଆପଣା ଲୋକମାନଙ୍କୁ ବନ୍ଦୀତ୍ୱରୁ ଫେରାଇ ଆଣନ୍ତି ତେବେ ଯାକୁବ ଉଲ୍ଲାସ କରିବ ଓ ଇସ୍ରାଏଲ ଆନନ୍ଦିତ ହେବ। Viz kapitolaପବିତ୍ର ବାଇବଲ7 ମୁଁ ଆଶାକରେ କେହି ଜଣେ ତାଙ୍କର ମନ୍ଦିରରୁ ସିୟୋନ ପର୍ବତ ଉପରକୁ ଆସନ୍ତା ଏବଂ ଇସ୍ରାଏଲକୁ ରକ୍ଷା କରନ୍ତା। ସେତେବେଳେ ସଦାପ୍ରଭୁ ତାହାଙ୍କର ଲୋକମାନଙ୍କୁ ପୁନର୍ବାର ଶକ୍ତିଶାଳୀ କରନ୍ତି, ତାହାହେଲେ ଯାକୁବ ଆହ୍ଲାଦିତ ହେବ। ଇସ୍ରାଏଲ ବହୁତ ଖୁସୀ ହେବ। Viz kapitola |