ଗୀତସଂହିତା 140:8 - ଓଡିଆ ବାଇବେଲ8 ହେ ସଦାପ୍ରଭୁ, ଦୁଷ୍ଟର ବାଞ୍ଛା ପ୍ରଦାନ କର ନାହିଁ; ତାହାର କୁକଳ୍ପନା ସିଦ୍ଧ କର ନାହିଁ; କେଜାଣି ସେମାନେ ଆପଣାମାନଙ୍କୁ ଗର୍ବିତ କରିବେ। [ସେଲା] Viz kapitolaପବିତ୍ର ବାଇବଲ (Re-edited) - (BSI)8 ହେ ସଦାପ୍ରଭୋ, ଦୁଷ୍ଟର ବାଞ୍ଛା ପ୍ରଦାନ କର ନାହିଁ; ତାହାର କୁକଳ୍ପନା ସିଦ୍ଧ କର ନାହିଁ; କେଜାଣି ସେମାନେ ଆପଣାମାନଙ୍କୁ ଗର୍ବିତ କରିବେ। [ସେଲା Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ହେ ସଦାପ୍ରଭୋ, ଦୁଷ୍ଟର ବାଞ୍ଛା ପ୍ରଦାନ କର ନାହିଁ; ତାହାର କୁକଳ୍ପନା ସିଦ୍ଧ କର ନାହିଁ; କେଜାଣି ସେମାନେ ଆପଣାମାନଙ୍କୁ ଗର୍ବିତ କରିବେ। [ସେଲା] Viz kapitolaପବିତ୍ର ବାଇବଲ8 ହେ ସଦାପ୍ରଭୁ, ସେହି ଲୋକମାନେ ଦୁଷ୍ଟ ପ୍ରକୃତିର। ସେମାନଙ୍କର ଇଚ୍ଛା ପୂର୍ଣ୍ଣ ହେବାକୁ ଦିଅ ନାହିଁ। ସେମାନଙ୍କର ଯୋଜନାକୁ ସଫଳ ହେବାକୁ ଦିଅ ନାହିଁ। ସେଲା Viz kapitola |