ଗୀତସଂହିତା 141:8 - ଓଡିଆ ବାଇବେଲ8 କାରଣ ହେ ପ୍ରଭୁ, ସଦାପ୍ରଭୁ, ମୋ’ ଦୃଷ୍ଟି ତୁମ୍ଭ ଆଡ଼େ ଅଛି; ମୁଁ ତୁମ୍ଭଠାରେ ଭରସା ରଖିଅଛି; ମୋ’ ପ୍ରାଣକୁ ଅନାଥ କରି ତ୍ୟାଗ କର ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)8 କାରଣ ହେ ପ୍ରଭୋ, ସଦାପ୍ରଭୋ, ମୋʼ ଦୃଷ୍ଟି ତୁମ୍ଭ ଆଡ଼େ ଅଛି; ମୁଁ ତୁମ୍ଭଠାରେ ଭରସା ରଖିଅଛି; ମୋʼ ପ୍ରାଣକୁ ଅନାଥ କରି ତ୍ୟାଗ କର ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କାରଣ ହେ ପ୍ରଭୋ ସଦାପ୍ରଭୋ, ମୋʼ ଦୃଷ୍ଟି ତୁମ୍ଭଆଡ଼େ ଅଛି; ମୁଁ ତୁମ୍ଭଠାରେ ଭରସା ରଖିଅଛି; ମୋʼ ପ୍ରାଣକୁ ଅନାଥ କରି ତ୍ୟାଗ କର ନାହିଁ। Viz kapitolaପବିତ୍ର ବାଇବଲ8 ସଦାପ୍ରଭୁ, ମୋର ପ୍ରଭୁ, ମୁଁ ତୁମ୍ଭ ଆଡ଼େ ଗ୍ଭହୁଁ ଅଛି। ମୁଁ ସୁରକ୍ଷା ପାଇଁ ତୁମ୍ଭ ଆଡ଼େ ଗ୍ଭହିଁଅଛି। ତେଣୁ ମୋତେ ମୃତ୍ୟୁବରଣ କରିବାକୁ ଦିଅ ନାହିଁ। Viz kapitola |