ଗୀତସଂହିତା 143:7 - ଓଡିଆ ବାଇବେଲ7 ହେ ସଦାପ୍ରଭୁ, ମୋତେ ଉତ୍ତର ଦେବାକୁ ସତ୍ୱର ହୁଅ; ମୋହର ଆତ୍ମା କ୍ଷୀଣ ହେଉଅଛି; ମୋ’ଠାରୁ ଆପଣା ମୁଖ ଲୁଚାଅ ନାହିଁ; କେଜାଣି ମୁଁ ଗର୍ତ୍ତଗାମୀମାନଙ୍କ ତୁଲ୍ୟ ହେବି। Viz kapitolaପବିତ୍ର ବାଇବଲ (Re-edited) - (BSI)7 ହେ ସଦାପ୍ରଭୋ, ମୋତେ ଉତ୍ତର ଦେବାକୁ ସତ୍ଵର ହୁଅ; ମୋହର ଆତ୍ମା କ୍ଷୀଣ ହେଉଅଛି; ମୋʼଠାରୁ ଆପଣା ମୁଖ ଲୁଚାଅ ନାହିଁ; କେଜାଣି ମୁଁ ଗର୍ତ୍ତଗାମୀମାନଙ୍କ ତୁଲ୍ୟ ହେବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ହେ ସଦାପ୍ରଭୋ, ମୋତେ ଉତ୍ତର ଦେବାକୁ ସତ୍ୱର ହୁଅ; ମୋହର ଆତ୍ମା କ୍ଷୀଣ ହେଉଅଛି; ମୋʼ ଠାରୁ ଆପଣା ମୁଖ ଲୁଚାଅ ନାହିଁ; କେଜାଣି ମୁଁ ଗର୍ତ୍ତଗାମୀମାନଙ୍କ ତୁଲ୍ୟ ହେବି। Viz kapitolaପବିତ୍ର ବାଇବଲ7 ହେ ସଦାପ୍ରଭୁ, ଶୀଘ୍ର ମୋତେ ଉତ୍ତର ଦିଅ। ମୁଁ ମୋର ସାହସ ହରାଇଛି। ମୋ'ଠାରୁ ଦୂରେଇ ଯାଅ ନାହିଁ। ମୋତେ ମରିବାକୁ ଦିଅ ନାହିଁ, ନ ହେଲେ କବରରେ ଥିବା ମୃତ ତୁଲ୍ୟ ହେବି। Viz kapitola |