ଗୀତସଂହିତା 144:1 - ଓଡିଆ ବାଇବେଲ1 ମୋହର ଶୈଳ ସ୍ୱରୂପ ସଦାପ୍ରଭୁ ଧନ୍ୟ ହେଉନ୍ତୁ, ସେ ମୋ’ ହସ୍ତକୁ ଯୁଦ୍ଧ ଶିଖାନ୍ତି ଓ ମୋ’ ଅଙ୍ଗୁଳିକୁ ସଂଗ୍ରାମ ଶିଖାନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)1 ମୋହର ଶୈଳ ସ୍ଵରୂପ ସଦାପ୍ରଭୁ ଧନ୍ୟ ହେଉନ୍ତୁ, ସେ ମୋʼ ହସ୍ତକୁ ଯୁଦ୍ଧ ଶିଖାନ୍ତି ଓ ମୋʼ ଅଙ୍ଗୁଳିକି ସଂଗ୍ରାମ ଶିଖାନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ମୋହର ଶୈଳ ସ୍ୱରୂପ ସଦାପ୍ରଭୁ ଧନ୍ୟ ହେଉନ୍ତୁ, ସେ ମୋʼ ହସ୍ତକୁ ଯୁଦ୍ଧ ଶିଖାନ୍ତି ଓ ମୋʼ ଅଙ୍ଗୁଳିକୁ ସଂଗ୍ରାମ ଶିଖାନ୍ତି। Viz kapitolaପବିତ୍ର ବାଇବଲ1 ସଦାପ୍ରଭୁ ମୋର ଶୈଳ, ତାହାଙ୍କର ପ୍ରଶଂସା ହେଉ। ସେ ମୋତେ ଯୁଦ୍ଧ ପାଇଁ ଶିକ୍ଷା ଦିଅନ୍ତି। ସଦାପ୍ରଭୁ ମୋତେ ଯୁଦ୍ଧ ପାଇଁ ଶିକ୍ଷା ଦିଅନ୍ତି। Viz kapitola |