ଗୀତସଂହିତା 144:11 - ଓଡିଆ ବାଇବେଲ11 ମୋତେ ରକ୍ଷା କର ଓ ଯେଉଁମାନଙ୍କର ମୁଖ ଅସାର କଥା କହଇ, ପୁଣି, ଯେଉଁମାନଙ୍କ ଦକ୍ଷିଣ ହସ୍ତ ଅସତ୍ୟର ଦକ୍ଷିଣ ହସ୍ତ, ଏପରି ବିଦେଶୀୟମାନଙ୍କ ହସ୍ତରୁ ମୋତେ ଉଦ୍ଧାର କର। Viz kapitolaପବିତ୍ର ବାଇବଲ (Re-edited) - (BSI)11 ମୋତେ ରକ୍ଷା କର ଓ ଯେଉଁମାନଙ୍କର ମୁଖ ଅସାର କଥା କହଇ, ପୁଣି ଯେଉଁମାନଙ୍କ ଦକ୍ଷିଣ ହସ୍ତ ଅସତ୍ୟର ଦକ୍ଷିଣ ହସ୍ତ, ଏପରି ବିଦେଶୀୟମାନଙ୍କ ହସ୍ତରୁ ମୋତେ ଉଦ୍ଧାର କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ମୋତେ ରକ୍ଷା କର ଓ ଯେଉଁମାନଙ୍କର ମୁଖ ଅସାର କଥା କହଇ, ପୁଣି, ଯେଉଁମାନଙ୍କ ଦକ୍ଷିଣ ହସ୍ତ ଅସତ୍ୟର ଦକ୍ଷିଣ ହସ୍ତ, ଏପରି ବିଦେଶୀୟମାନଙ୍କ ହସ୍ତରୁ ମୋତେ ଉଦ୍ଧାର କର। Viz kapitolaପବିତ୍ର ବାଇବଲ11 ମୋତେ ସେହି ବିଦେଶୀଙ୍କଠାରୁ ରକ୍ଷା କର। ସେହି ଶତ୍ରୁମାନେ ମିଥ୍ୟାବାଦୀ, ଏପରିକି ଯେତେବେଳେ ସେମାନେ ସତ୍ୟ କହିବାକୁ ଶପଥ ନିଅନ୍ତି। Viz kapitola |