ଗୀତସଂହିତା 144:3 - ଓଡିଆ ବାଇବେଲ3 ହେ ସଦାପ୍ରଭୁ, ମନୁଷ୍ୟ କିଏ ଯେ, ତୁମ୍ଭେ ତାହାର ପରିଚୟ ନିଅ ? ସେ ଅବା କିଏ ଯେ, ତୁମ୍ଭେ ତାହାକୁ ଗଣ୍ୟ କର ? Viz kapitolaପବିତ୍ର ବାଇବଲ (Re-edited) - (BSI)3 ହେ ସଦାପ୍ରଭୋ, ମନୁଷ୍ୟ କିଏ ଯେ, ତୁମ୍ଭେ ତାହାର ପରିଚୟ ନିଅ? ମନୁଷ୍ୟ-ସନ୍ତାନ ଅବା କିଏ ଯେ, ତୁମ୍ଭେ ତାହାକୁ ଗଣ୍ୟ କର? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ହେ ସଦାପ୍ରଭୋ, ମନୁଷ୍ୟ କିଏ ଯେ, ତୁମ୍ଭେ ତାହାର ପରିଚୟ ନିଅ? ସେ ଅବା କିଏ ଯେ, ତୁମ୍ଭେ ତାହାକୁ ଗଣ୍ୟ କର? Viz kapitolaପବିତ୍ର ବାଇବଲ3 ହେ ସଦାପ୍ରଭୁ, ଲୋକମାନେ ତୁମ୍ଭ ପାଇଁ ଏତେ ମହତ୍ତ୍ୱପୂର୍ଣ୍ଣ କାହିଁକି? ତୁମ୍ଭେ ଆମ୍ଭମାନଙ୍କ ପ୍ରତି କାହିଁକି ଧ୍ୟାନ ଦିଅ? Viz kapitola |