ଗୀତସଂହିତା 15:1 - ଓଡିଆ ବାଇବେଲ1 ହେ ସଦାପ୍ରଭୁ, ତୁମ୍ଭ ଆବାସରେ କିଏ ପ୍ରବାସ କରି ପାରିବ ? ତୁମ୍ଭ ପବିତ୍ର ପର୍ବତରେ କିଏ ବାସ କରି ପାରିବ ? Viz kapitolaପବିତ୍ର ବାଇବଲ (Re-edited) - (BSI)1 ଦାଉଦଙ୍କର ଗୀତ। ହେ ସଦାପ୍ରଭୋ, ତୁମ୍ଭ ଆବାସରେ କିଏ ପ୍ରବାସ କରିବ? ତୁମ୍ଭ ପବିତ୍ର ପର୍ବତରେ କିଏ ବାସ କରିବ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ସଦାପ୍ରଭୋ, ତୁମ୍ଭ ଆବାସରେ କିଏ ପ୍ରବାସ କରି ପାରିବ? ତୁମ୍ଭ ପବିତ୍ର ପର୍ବତରେ କିଏ ବାସ କରି ପାରିବ? Viz kapitolaପବିତ୍ର ବାଇବଲ1 ହେ ସଦାପ୍ରଭୁ, କିଏ ତୁମ୍ଭର ପବିତ୍ର ତମ୍ବୁରେ ବାସ କରି ପାରିବ? କିଏ ତୁମ୍ଭର ପବିତ୍ର ପର୍ବତରେ ବାସ କରିବ? Viz kapitola |