ଗୀତସଂହିତା 16:4 - ଓଡିଆ ବାଇବେଲ4 ଯେଉଁମାନେ ସଦାପ୍ରଭୁଙ୍କ ପରିବର୍ତ୍ତରେ ଅନ୍ୟ ଦେବତାକୁ ଗ୍ରହଣ କରନ୍ତି, ସେମାନଙ୍କ ଦୁଃଖ ବଢ଼ିଯିବ; ସେମାନଙ୍କ ଦତ୍ତ ରକ୍ତର ପେୟ-ନୈବେଦ୍ୟ ମୁଁ ଉତ୍ସର୍ଗ କରିବି ନାହିଁ, କିଅବା ମୁଁ ସେମାନଙ୍କ ଦେବତାଗଣର ନାମ ଆପଣା ଓଷ୍ଠାଧରରେ ନେବି ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଯେଉଁମାନେ ସଦାପ୍ରଭୁଙ୍କ ପରିବର୍ତ୍ତରେ ଅନ୍ୟ ଦେବତାକୁ ଗ୍ରହଣ କରନ୍ତି, ସେମାନଙ୍କ ଦୁଃଖ ବଢ଼ିଯିବ; ସେମାନଙ୍କ ଦତ୍ତ ରକ୍ତର ପେୟ-ନୈବେଦ୍ୟ ମୁଁ ଉତ୍ସର୍ଗ କରିବି ନାହିଁ, କିଅବା ମୁଁ ସେମାନଙ୍କ ନାମ ଆପଣା ଓଷ୍ଠାଧରରେ ନେବି ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଯେଉଁମାନେ ସଦାପ୍ରଭୁଙ୍କ ପରିବର୍ତ୍ତରେ ଅନ୍ୟ ଦେବତାକୁ ଗ୍ରହଣ କରନ୍ତି, ସେମାନଙ୍କ ଦୁଃଖ ବଢ଼ିଯିବ; ସେମାନଙ୍କ ଦତ୍ତ ରକ୍ତର ପେୟ-ନୈବେଦ୍ୟ ମୁଁ ଉତ୍ସର୍ଗ କରିବି ନାହିଁ, କିଅବା ମୁଁ ସେମାନଙ୍କ ଦେବତାଗଣର ନାମ ଆପଣା ଓଷ୍ଠାଧରରେ ନେବି ନାହିଁ। Viz kapitolaପବିତ୍ର ବାଇବଲ4 କିନ୍ତୁ ଯେଉଁ ଲୋକମାନେ ଅନ୍ୟ ଦେବତାମାନଙ୍କୁ ପୂଜା କରନ୍ତି, ସେମାନେ ଅଧିକ ଦୁଃଖ ପାଆନ୍ତି। ମୁଁ ସେମାନଙ୍କ ସହିତ ଏକମତ ହୋଇ ପାରିବି ନାହିଁ। ଯେଉଁମାନେ ସେହି ମୂର୍ତ୍ତିଗୁଡ଼ିକ ଆଗରେ ରକ୍ତ ଅର୍ପଣ କରନ୍ତି, ସେମାନଙ୍କର ନାମ ମୁଁ କେବେ ଉଚ୍ଚାରଣ କରିବି ନାହିଁ। Viz kapitola |