ଗୀତସଂହିତା 18:11 - ଓଡିଆ ବାଇବେଲ11 ସେ ଅନ୍ଧକାରକୁ ଆପଣାର ଗୁପ୍ତ ସ୍ଥାନ ଓ ଜଳମୟ ଅନ୍ଧକାରକୁ, ଗଗନମଣ୍ଡଳର ନିବିଡ଼ ମେଘମାଳକୁ ଆପଣା ଚତୁର୍ଦ୍ଦିଗରେ ଆବାସ ସ୍ୱରୂପ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ସେ ଅନ୍ଧକାରକୁ ଆପଣାର ନିଭୃତ ସ୍ଥାନ ଓ ଜଳମୟ ଅନ୍ଧକାରକୁ, ଗଗନମଣ୍ତଳର ନିବିଡ଼ ମେଘମାଳକୁ ଆପଣା ଚତୁର୍ଦ୍ଦିଗରେ ଆବାସ ସ୍ଵରୂପ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେ ଅନ୍ଧକାରକୁ ଆପଣାର ଗୁପ୍ତ ସ୍ଥାନ ଓ ଜଳମୟ ଅନ୍ଧକାରକୁ, ଗଗନମଣ୍ଡଳର ନିବିଡ଼ ମେଘମାଳକୁ ଆପଣା ଚତୁର୍ଦ୍ଦିଗରେ ଆବାସ ସ୍ୱରୂପ କଲେ। Viz kapitolaପବିତ୍ର ବାଇବଲ11 ପରମେଶ୍ୱର କଳା, ଘନ ବାଦଲଖଣ୍ଡ ଭିତରେ ଲୁଚି ଗଲେ। ସତେ ଯେମିତି ଏକ ଘନ ଅନ୍ଧକାର ଏକ ତମ୍ବୁ ଭିତରେ ଲୁଚି ରହିଲେ। ସେ ଘନ ବିଜୁଳିଯୁକ୍ତ ମେଘ ଖଣ୍ଡ ଭିତରେ ଲୁଚି ଗଲେ। Viz kapitola |