ଗୀତସଂହିତା 18:18 - ଓଡିଆ ବାଇବେଲ18 ସେମାନେ ମୋହର ବିପଦ ଦିନରେ ମୋତେ ଆକ୍ରମଣ କଲେ; ମାତ୍ର ସଦାପ୍ରଭୁ ମୋତେ ଉଦ୍ଧାର କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ସେମାନେ ମୋହର ବିପଦ ଦିନରେ ମୋତେ ଆକ୍ରମଣ କଲେ; ମାତ୍ର ସଦାପ୍ରଭୁ ମୋହର ଅବଲମ୍ଵନ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସେମାନେ ମୋହର ବିପଦ ଦିନରେ ମୋତେ ଆକ୍ରମଣ କଲେ; ମାତ୍ର ସଦାପ୍ରଭୁ ମୋତେ ଉଦ୍ଧାର କଲେ। Viz kapitolaପବିତ୍ର ବାଇବଲ18 ମୁଁ ବିପଦରେ ପଡ଼ିଥିଲି ମୋର ଶତ୍ରୁମାନେ ମୋତେ ଆକ୍ରମଣ କରୁଥିଲେ, କିନ୍ତୁ ସଦାପ୍ରଭୁ ମୋତେ ରକ୍ଷା କରିବାକୁ ସେଠାରେ ଉପସ୍ଥିତ ହେଲେ। Viz kapitola |