Online Bible

- Reklamy -




ଗୀତସଂହିତା 18:37 - ଓଡିଆ ବାଇବେଲ

37 ମୁଁ ଆପଣା ଶତ୍ରୁମାନଙ୍କ ପଛେ ଗୋଡ଼ାଇ ସେମାନଙ୍କୁ ଧରିବି; କିଅବା ସେମାନେ ସଂହାରିତ ନୋହିବା ଯାଏ ମୁଁ ଫେରି ଆସିବି ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

37 ମୁଁ ଆପଣା ଶତ୍ରୁମାନଙ୍କ ପଛେ ଗୋଡ଼ାଇ ସେମାନଙ୍କୁ ଧରିବି; କିଅବା ସେମାନେ ସଂହାରିତ ନୋହିବାଯାଏ ମୁଁ ଫେରି ଆସିବି ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ମୁଁ ଆପଣା ଶତ୍ରୁମାନଙ୍କ ପଛେ ଗୋଡ଼ାଇ ସେମାନଙ୍କୁ ଧରିବି; କିଅବା ସେମାନେ ସଂହାରିତ ନୋହିବା ଯାଏ ମୁଁ ଫେରି ଆସିବି ନାହିଁ।

Viz kapitola kopírovat

ପବିତ୍ର ବାଇବଲ

37 ତା'ପରେ ମୁଁ ମୋର ଶତ୍ରୁ ପଛରେ ଗୋଡ଼ାଇ ପାରିବି ଓ ସେମାନଙ୍କୁ ଧରି ପାରିବି। ମୁଁ ସେମାନଙ୍କୁ ଧ୍ୱଂସ ନ କଲା ପର୍ଯ୍ୟନ୍ତ ଫେରି ଆସିବି ନାହିଁ।

Viz kapitola kopírovat




ଗୀତସଂହିତା 18:37

Následuj nás:

Reklamy


Reklamy