ଗୀତସଂହିତା 18:40 - ଓଡିଆ ବାଇବେଲ40 ମଧ୍ୟ ତୁମ୍ଭେ ମୋ’ ଶତ୍ରୁମାନଙ୍କୁ ମୋ’ ନିକଟରୁ ଫେରାଇ ଦେଇଅଛ, ତହିଁରେ ମୁଁ ଆପଣା ଘୃଣାକାରୀମାନଙ୍କୁ ଉଚ୍ଛିନ୍ନ କରିଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)40 ମଧ୍ୟ ତୁମ୍ଭେ ମୋʼ ଶତ୍ରୁମାନଙ୍କୁ ମୋʼ ନିକଟରୁ ଫେରାଇ ଦେଇଅଛ, ତହିଁରେ ମୁଁ ଆପଣା ଘୃଣାକାରୀମାନଙ୍କୁ ଉଚ୍ଛିନ୍ନ କରିଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ମଧ୍ୟ ତୁମ୍ଭେ ମୋʼ ଶତ୍ରୁମାନଙ୍କୁ ମୋʼ ନିକଟରୁ ଫେରାଇ ଦେଇଅଛ, ତହିଁରେ ମୁଁ ଆପଣା ଘୃଣାକାରୀମାନଙ୍କୁ ଉଚ୍ଛିନ୍ନ କରିଅଛି। Viz kapitolaପବିତ୍ର ବାଇବଲ40 ତୁମ୍ଭେ ମୋତେ ସୁଯୋଗ ଦେଇଛ, ମୋର ଶତ୍ରୁମାନଙ୍କୁ ଧରିବା ପାଇଁ ଓ ମୁଁ ମୋର ଶତ୍ରୁମାନଙ୍କୁ ଧ୍ୱଂସ କରିଅଛି। Viz kapitola |