ଗୀତସଂହିତା 18:45 - ଓଡିଆ ବାଇବେଲ45 ବିଦେଶୀୟମାନେ ମ୍ଳାନ ହୋଇଯିବେ ଓ ଆପଣାମାନଙ୍କ ଗୁପ୍ତସ୍ଥାନରୁ ଥରହର ହୋଇ ବାହାରି ଆସିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)45 ବିଦେଶୀମାନେ ମ୍ଳାନ ହୋଇଯିବେ ଓ ଆପଣାମାନଙ୍କ ଗୁପ୍ତସ୍ଥାନରୁ ଥରହର ହୋଇ ବାହାରି ଆସିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT45 ବିଦେଶୀୟମାନେ ମ୍ଳାନ ହୋଇଯିବେ ଓ ଆପଣାମାନଙ୍କ ଗୁପ୍ତ ସ୍ଥାନରୁ ଥରହର ହୋଇ ବାହାରି ଆସିବେ। Viz kapitolaପବିତ୍ର ବାଇବଲ45 ସେମାନେ ଭୟରେ ଦୁର୍ବଳ ହୋଇଯିବେ। ସେମାନେ ଲୁଚିଥିବା ଗୁପ୍ତ ସ୍ଥାନମାନଙ୍କରୁ ଭୟରେ ଥରହର ହୋଇ ବାହାରି ଆସିବେ। Viz kapitola |