ଗୀତସଂହିତା 18:48 - ଓଡିଆ ବାଇବେଲ48 ସେ ମୋ’ ଶତ୍ରୁଗଣଠାରୁ ମୋତେ ରକ୍ଷା କରନ୍ତି; ହଁ, ତୁମ୍ଭେ ମୋ’ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କ ଉପରେ ମୋତେ ଉଚ୍ଚୀକୃତ କରୁଅଛ; ତୁମ୍ଭେ ଉପଦ୍ରବୀ ଲୋକଠାରୁ ମୋତେ ଉଦ୍ଧାର କରୁଅଛ। Viz kapitolaପବିତ୍ର ବାଇବଲ (Re-edited) - (BSI)48 ସେ ମୋʼ ଶତ୍ରୁଗଣଠାରୁ ମୋତେ ରକ୍ଷା କରନ୍ତି; ହଁ, ତୁମ୍ଭେ ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କ ଉପରେ ମୋତେ ଉଚ୍ଚୀକୃତ କରୁଅଛ; ତୁମ୍ଭେ ଉପଦ୍ରବୀ ଲୋକଠାରୁ ମୋତେ ଉଦ୍ଧାର କରୁଅଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT48 ସେ ମୋʼ ଶତ୍ରୁଗଣଠାରୁ ମୋତେ ରକ୍ଷା କରନ୍ତି; ହଁ, ତୁମ୍ଭେ ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କ ଉପରେ ମୋତେ ଉଚ୍ଚୀକୃତ କରୁଅଛ; ତୁମ୍ଭେ ଉପଦ୍ରବୀ ଲୋକଠାରୁ ମୋତେ ଉଦ୍ଧାର କରୁଅଛ। Viz kapitolaପବିତ୍ର ବାଇବଲ48 ହେ ସଦାପ୍ରଭୁ, ତୁମ୍ଭେ ମୋତେ ଶତ୍ରୁମାନଙ୍କ କବଳରୁ ରକ୍ଷା କରିଅଛ। ଯେଉଁମାନେ ମୋ’ ବିରୁଦ୍ଧରେ ଲାଗିଥିଲେ ତାଙ୍କୁ ପରାସ୍ତ କରି ମୋତେ ସାହାଯ୍ୟ କରିଛ। ତୁମ୍ଭେ ନିଷ୍ଠୁର ଲୋକମାନଙ୍କ କବଳରୁ ମୋତେ ବଞ୍ଚାଇଛ। Viz kapitola |