ଗୀତସଂହିତା 19:11 - ଓଡିଆ ବାଇବେଲ11 ଆହୁରି, ତଦ୍ଦ୍ୱାରା ତୁମ୍ଭ ଦାସ ଚେତନା ପାଏ; ତହିଁର ପ୍ରତିପାଳନରେ ମହାଫଳ ଥାଏ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଆହୁରି, ତଦ୍ଦ୍ଵାରା ତୁମ୍ଭ ଦାସ ଚେତନା ପାଏ; ତହିଁର ପ୍ରତିପାଳନରେ ମହାଫଳ ଥାଏ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆହୁରି, ତଦ୍ଦ୍ୱାରା ତୁମ୍ଭ ଦାସ ଚେତନା ପାଏ; ତହିଁର ପ୍ରତିପାଳନରେ ମହାଫଳ ଥାଏ। Viz kapitolaପବିତ୍ର ବାଇବଲ11 ସଦାପ୍ରଭୁଙ୍କର ନୀତିଶିକ୍ଷା ତାଙ୍କର ଦାସମାନଙ୍କୁ ସତର୍କ କରାଇଥାଏ। ଯଦି ତୁମ୍ଭେମାନେ ସେଗୁଡ଼ିକୁ ପାଳନ କର, ତୁମ୍ଭେମାନେ ଉତ୍ତମ ପୁରସ୍କାର ପାଇବ। Viz kapitola |