ଗୀତସଂହିତା 2:9 - ଓଡିଆ ବାଇବେଲ9 ତୁମ୍ଭେ ଲୌହ ଦଣ୍ଡରେ ସେମାନଙ୍କୁ ଭାଙ୍ଗିବ; ତୁମ୍ଭେ କୁମ୍ଭକାରର ପାତ୍ର ପରି ସେମାନଙ୍କୁ ଚୂର୍ଣ୍ଣ କରିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)9 ତୁମ୍ଭେ ଲୌହଦଣ୍ତରେ ସେମାନଙ୍କୁ ଭାଙ୍ଗିବ; ତୁମ୍ଭେ କୁମ୍ଭକାରର ପାତ୍ର ପରି ସେମାନଙ୍କୁ ଚୂର୍ଣ୍ଣ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତୁମ୍ଭେ ଲୌହ ଦଣ୍ଡରେ ସେମାନଙ୍କୁ ଭାଙ୍ଗିବ; ତୁମ୍ଭେ କୁମ୍ଭକାରର ପାତ୍ର ପରି ସେମାନଙ୍କୁ ଚୂର୍ଣ୍ଣ କରିବ।” Viz kapitolaପବିତ୍ର ବାଇବଲ9 ତୁମ୍ଭେ ସେହି ରାଜ୍ୟସବୁକୁ ମାଟିପାତ୍ରକୁ ଲୁହାଛଡ଼ରେ ଖଣ୍ଡ ଖଣ୍ଡ କରି ଗୁଣ୍ଡ କଲାଭଳି ଧ୍ୱଂସ କରିଦେଇ ପାରିବ।” Viz kapitola |