ଗୀତସଂହିତା 22:19 - ଓଡିଆ ବାଇବେଲ19 ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋ’ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; ହେ ମୋହର ଆଶ୍ରୟ, ତୁମ୍ଭେ ମୋର ସାହାଯ୍ୟ ପାଇଁ ସତ୍ୱର ହୁଅ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼଠାରୁ ଦୂରବର୍ତ୍ତୀ ହୁଅ ନାହିଁ; ହେ ମୋହର ଆଶ୍ରୟ, ତୁମ୍ଭେ ମୋର ସାହାଯ୍ୟ ପାଇଁ ସତ୍ଵର ହୁଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; ହେ ମୋହର ଆଶ୍ରୟ, ତୁମ୍ଭେ ମୋର ସାହାଯ୍ୟ ପାଇଁ ସତ୍ୱର ହୁଅ। Viz kapitolaପବିତ୍ର ବାଇବଲ19 ହେ ସଦାପ୍ରଭୁ, ତୁମ୍ଭେ ମୋତେ ପରିତ୍ୟାଗ କର ନାହିଁ। ତୁମ୍ଭେ ହିଁ ମୋର ଶକ୍ତି, ଶୀଘ୍ର ମୋତେ ସାହାଯ୍ୟ କର। Viz kapitola |