ଗୀତସଂହିତା 22:24 - ଓଡିଆ ବାଇବେଲ24 କାରଣ ସେ ଦୁଃଖୀର ଦୁଃଖ ତୁଚ୍ଛ କି ଘୃଣା କରି ନାହାନ୍ତି। କିଅବା ସେ ତାହାଠାରୁ ଆପଣା ମୁଖ ଲୁଚାଇ ନାହାନ୍ତି; ମାତ୍ର ସେ ତାହାଙ୍କୁ ଡାକନ୍ତେ, ସେ ଶୁଣିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)24 କାରଣ ସେ ଦୁଃଖୀର ଦୁଃଖ ତୁଚ୍ଛ କି ଘୃଣା କରି ନାହାନ୍ତି। କିଅବା ସେ ତାହାଠାରୁ ଆପଣା ମୁଖ ଲୁଚାଇ ନାହାନ୍ତି; ମାତ୍ର ସେ ତାହାଙ୍କୁ ଡାକନ୍ତେ, ସେ ଶୁଣିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 କାରଣ ସେ ଦୁଃଖୀର ଦୁଃଖ ତୁଚ୍ଛ କି ଘୃଣା କରି ନାହାନ୍ତି। କିଅବା ସେ ତାହାଠାରୁ ଆପଣା ମୁଖ ଲୁଚାଇ ନାହାନ୍ତି; ମାତ୍ର ସେ ତାହାଙ୍କୁ ଡାକନ୍ତେ, ସେ ଶୁଣିଲେ। Viz kapitolaପବିତ୍ର ବାଇବଲ24 କାରଣ ସଦାପ୍ରଭୁ ବିପଦରେ ପଡ଼ିଥିବା ଗରିବ ବ୍ୟକ୍ତିମାନଙ୍କୁ ହିଁ ସାହାଯ୍ୟ କରନ୍ତି। ସେ ତାଙ୍କ ପାଇଁ ଲଜ୍ଜିତ ହୁଅନ୍ତି ନାହିଁ। ସେ ସେମାନଙ୍କୁ ଘୃଣା କରନ୍ତି ନାହିଁ। ଯଦି ଲୋକମାନେ ତାଙ୍କୁ ବିପଦରେ ପଡ଼ି ସାହାଯ୍ୟ ପ୍ରାର୍ଥନା କରନ୍ତି, ସେ ସେମାନଙ୍କଠାରୁ ନିଜକୁ ଦୂରେଇ ରଖି ପାରିବେ ନାହିଁ। Viz kapitola |