ଗୀତସଂହିତା 25:11 - ଓଡିଆ ବାଇବେଲ11 ହେ ସଦାପ୍ରଭୁ, ଆପଣା ନାମ ସକାଶୁ ମୋହର ଅପରାଧ କ୍ଷମା କର, କାରଣ ତାହା ବଡ଼। Viz kapitolaପବିତ୍ର ବାଇବଲ (Re-edited) - (BSI)11 ହେ ସଦାପ୍ରଭୋ, ଆପଣା ନାମ ସକାଶୁ ମୋହର ଅପରାଧ କ୍ଷମା କର, କାରଣ ତାହା ବଡ଼। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ହେ ସଦାପ୍ରଭୋ, ଆପଣା ନାମ ସକାଶୁ ମୋହର ଅପରାଧ କ୍ଷମା କର, କାରଣ ତାହା ବଡ଼। Viz kapitolaପବିତ୍ର ବାଇବଲ11 ହେ ସଦାପ୍ରଭୁ, ମୁଁ ଜୀବନରେ ଅନେକ ଅପରାଧ କରିଛି। କିନ୍ତୁ ତୁମ୍ଭର ମହାନୁଭବତା ଯୋଗୁଁ ମୁଁ କରିଥିବା ସମସ୍ତ ଅପରାଧ କ୍ଷମା କର। କାରଣ ତୁମ୍ଭେ ମହାନ। Viz kapitola |