ଗୀତସଂହିତା 27:3 - ଓଡିଆ ବାଇବେଲ3 ସୈନ୍ୟଦଳ ମୋ’ ବିରୁଦ୍ଧରେ ଛାଉଣି କଲେ ହେଁ ମୋହର ଅନ୍ତଃକରଣ ଭୟ କରିବ ନାହିଁ; ଯଦି ଯୁଦ୍ଧ ମୋ’ ବିରୁଦ୍ଧରେ ଉଠେ, ତେବେ ମଧ୍ୟ ମୁଁ ସାହସିକ ହେବି। Viz kapitolaପବିତ୍ର ବାଇବଲ (Re-edited) - (BSI)3 ସୈନ୍ୟଦଳ ମୋʼ ବିରୁଦ୍ଧରେ ଛାଉଣି କଲେ ହେଁ ମୋହର ଅନ୍ତଃକରଣ ଭୟ କରିବ ନାହିଁ; ଯେବେ ଯୁଦ୍ଧ ମୋʼ ବିରୁଦ୍ଧରେ ଉଠେ, ତେବେ ମଧ୍ୟ ମୁଁ ସାହସିକ ହେବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସୈନ୍ୟଦଳ ମୋʼ ବିରୁଦ୍ଧରେ ଛାଉଣି କଲେ ହେଁ ମୋହର ଅନ୍ତଃକରଣ ଭୟ କରିବ ନାହିଁ; ଯଦି ଯୁଦ୍ଧ ମୋʼ ବିରୁଦ୍ଧରେ ଉଠେ, ତେବେ ମଧ୍ୟ ମୁଁ ସାହସିକ ହେବି। Viz kapitolaପବିତ୍ର ବାଇବଲ3 ଯଦି ସମସ୍ତ ସେନାବାହିନୀ ମୋର ଗ୍ଭରି ଦିଗରୁ ମୋତେ ଘେରି ଯାଆନ୍ତି, ତେବେ ମୁଁ ଭୟ କରିବି ନାହିଁ। ଯଦି ମୋତେ ଲୋକମାନେ ଯୁଦ୍ଧ କ୍ଷେତ୍ରରେ ଆକ୍ରମଣ କରନ୍ତି, ତଥାପି ମୁଁ ଭୟଭୀତ ହେବି ନାହିଁ, କାରଣ ମୁଁ ସଦାପ୍ରଭୁଙ୍କୁ ବିଶ୍ୱାସ କରେ। Viz kapitola |