ଗୀତସଂହିତା 27:8 - ଓଡିଆ ବାଇବେଲ8 ଯେତେବେଳେ ତୁମ୍ଭେ କହିଲ, “ତୁମ୍ଭେମାନେ ମୋହର ମୁଖ ଅନ୍ୱେଷଣ କର,” ମୋ’ ଅନ୍ତଃକରଣ ତୁମ୍ଭଙ୍କୁ କହିଲା, “ସଦାପ୍ରଭୁ, ମୁଁ ତୁମ୍ଭର ମୁଖ ଅନ୍ୱେଷଣ କରିବି।” Viz kapitolaପବିତ୍ର ବାଇବଲ (Re-edited) - (BSI)8 (ଯେତେବେଳେ ତୁମ୍ଭେ କହିଲ,) ତୁମ୍ଭେମାନେ ମୋହର ମୁଖ ଅନ୍ଵେଷଣ କର; ମୋʼ ଅନ୍ତଃକରଣ ତୁମ୍ଭଙ୍କୁ କହିଲା, ସଦାପ୍ରଭୋ, ମୁଁ ତୁମ୍ଭର ମୁଖ ଅନ୍ଵେଷଣ କରିବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଯେତେବେଳେ ତୁମ୍ଭେ କହିଲ, “ତୁମ୍ଭେମାନେ ମୋହର ମୁଖ ଅନ୍ୱେଷଣ କର,” ମୋʼ ଅନ୍ତଃକରଣ ତୁମ୍ଭଙ୍କୁ କହିଲା, “ସଦାପ୍ରଭୋ, ମୁଁ ତୁମ୍ଭର ମୁଖ ଅନ୍ୱେଷଣ କରିବି।” Viz kapitolaପବିତ୍ର ବାଇବଲ8 ହେ ସଦାପ୍ରଭୁ, ମୁଁ ତୁମ୍ଭ ସହିତ କଥା ହେବାକୁ ଗ୍ଭହେଁ। ମୁଁ ତୁମ୍ଭ ସହିତ ଅନ୍ତରର ଗଭୀରତମ ପ୍ରଦେଶରୁ କଥା ହେବାକୁ ଗ୍ଭହେଁ। ମୁଁ ତୁମ୍ଭ ନିକଟକୁ କହିବା ପାଇଁ ଆସିଛି। Viz kapitola |