ଗୀତସଂହିତା 28:3 - ଓଡିଆ ବାଇବେଲ3 ଦୁଷ୍ଟ ଓ ଅଧର୍ମାଚାରୀମାନଙ୍କ ସଙ୍ଗେ ମୋତେ ଟାଣି ନିଅ ନାହିଁ; ସେମାନେ ସ୍ୱ ସ୍ୱ ପ୍ରତିବାସୀମାନଙ୍କ ସଙ୍ଗେ ଶାନ୍ତିର କଥା କହନ୍ତି, ମାତ୍ର ସେମାନଙ୍କ ଅନ୍ତଃକରଣରେ ଅନିଷ୍ଟ ଥାଏ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ଦୁଷ୍ଟ ଓ ଅଧର୍ମାଚାରୀମାନଙ୍କ ସଙ୍ଗେ ମୋତେ ଟାଣି ନିଅ ନାହିଁ; ସେମାନେ ସ୍ଵ ସ୍ଵ ପ୍ରତିବାସୀମାନଙ୍କ ସଙ୍ଗେ ଶାନ୍ତିର କଥା କହନ୍ତି, ମାତ୍ର ସେମାନଙ୍କ ଅନ୍ତଃକରଣରେ ଅନିଷ୍ଟ ଥାଏ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଦୁଷ୍ଟ ଓ ଅଧର୍ମାଚାରୀମାନଙ୍କ ସଙ୍ଗେ ମୋତେ ଟାଣି ନିଅ ନାହିଁ; ସେମାନେ ସ୍ୱ ସ୍ୱ ପ୍ରତିବାସୀମାନଙ୍କ ସଙ୍ଗେ ଶାନ୍ତିର କଥା କହନ୍ତି, ମାତ୍ର ସେମାନଙ୍କ ଅନ୍ତଃକରଣରେ ଅନିଷ୍ଟ ଥାଏ। Viz kapitolaପବିତ୍ର ବାଇବଲ3 ହେ ସଦାପ୍ରଭୁ, ମୋତେ ସେହି ଦୁଷ୍ଟ ଲୋକଙ୍କ ମଧ୍ୟରୁ ଜଣେ ବୋଲି ଗଣ ନାହିଁ। ସେହି ଲୋକମାନେ ତାଙ୍କର ପଡ଼ୋଶୀମାନଙ୍କୁ “ଶାନ୍ତିର ସନ୍ଦେଶ” ଶୁଣାନ୍ତି କିନ୍ତୁ ହୃଦୟ ମଧ୍ୟରେ ସେମାନେ ସେହି ପଡ଼ୋଶୀମାନଙ୍କ ବିରୁଦ୍ଧରେ ମନ୍ଦ ଯୋଜନା କରୁଥା’ନ୍ତି। Viz kapitola |