ଗୀତସଂହିତା 28:5 - ଓଡିଆ ବାଇବେଲ5 ସେମାନେ ସଦାପ୍ରଭୁଙ୍କ କ୍ରିୟା ଓ ତାହାଙ୍କ ହସ୍ତର କର୍ମସକଳ ବିବେଚନା ନ କରିବାରୁ ସେ ସେମାନଙ୍କୁ ଭାଙ୍ଗି ପକାଇବେ ଓ ସେମାନଙ୍କୁ ଗଢ଼ିବେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ସେମାନେ ସଦାପ୍ରଭୁଙ୍କ କ୍ରିୟା ଓ ତାହାଙ୍କ ହସ୍ତର କର୍ମସକଳ ବିବେଚନା ନ କରିବାରୁ ସେ ସେମାନଙ୍କୁ ଭାଙ୍ଗି ପକାଇବେ ଓ ସେମାନଙ୍କୁ ଗଢ଼ିବେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେମାନେ ସଦାପ୍ରଭୁଙ୍କ କ୍ରିୟା ଓ ତାହାଙ୍କ ହସ୍ତର କର୍ମସକଳ ବିବେଚନା ନ କରିବାରୁ ସେ ସେମାନଙ୍କୁ ଭାଙ୍ଗି ପକାଇବେ ଓ ସେମାନଙ୍କୁ ଗଢ଼ିବେ ନାହିଁ। Viz kapitolaପବିତ୍ର ବାଇବଲ5 ଦୁଷ୍ଟ ଲୋକମାନେ ସଦାପ୍ରଭୁଙ୍କ ସତ୍ୟ ଉଦ୍ଦେଶ୍ୟ ବୁଝିପାରନ୍ତି ନାହିଁ। ସେମାନେ ପରମେଶ୍ୱରଙ୍କ ଉତ୍ତମ କାର୍ଯ୍ୟକୁ ଦେଖି ପାରନ୍ତି ନାହିଁ। ନା, ସେମାନେ କିଛି ବୁଝନ୍ତି ନାହିଁ। ସେମାନେ କେବଳ ଧ୍ୱଂସ କରିବାକୁ ଗ୍ଭହାନ୍ତି। Viz kapitola |