Online Bible

- Reklamy -




ଗୀତସଂହିତା 29:5 - ଓଡିଆ ବାଇବେଲ

5 ସଦାପ୍ରଭୁଙ୍କ ରବ ଏରସ ବୃକ୍ଷମାନ ଭାଙ୍ଗି ପକାଏ; ହଁ, ସଦାପ୍ରଭୁ ଲିବାନୋନର ଏରସ ବୃକ୍ଷସବୁ ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ସଦାପ୍ରଭୁଙ୍କ ରବ ଏରସ ବୃକ୍ଷମାନ ଭାଙ୍ଗି ପକାଏ; ହଁ, ସଦାପ୍ରଭୁ ଲିବାନୋନ୍ର ଏରସ ବୃକ୍ଷସବୁ ଖଣ୍ତ ଖଣ୍ତ କରି ଭାଙ୍ଗି ପକାନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସଦାପ୍ରଭୁଙ୍କ ରବ ଏରସ ବୃକ୍ଷମାନ ଭାଙ୍ଗି ପକାଏ; ହଁ, ସଦାପ୍ରଭୁ ଲିବାନୋନର ଏରସ ବୃକ୍ଷସବୁ ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାନ୍ତି।

Viz kapitola kopírovat

ପବିତ୍ର ବାଇବଲ

5 ତାଙ୍କର ସ୍ୱର ବୃହତ୍ କାୟ ଏରସ ବୃକ୍ଷ ସବୁକୁ ଖଣ୍ଡଖଣ୍ଡ କରି ଭାଙ୍ଗି ପକାଏ। ସଦାପ୍ରଭୁ ଲିବାନୋ‌ନ୍‌ର ବୃହତ୍ ଏରସ ବୃକ୍ଷକୁ ଭାଙ୍ଗି ପକାନ୍ତି।

Viz kapitola kopírovat




ଗୀତସଂହିତା 29:5

Následuj nás:

Reklamy


Reklamy