ଗୀତସଂହିତା 30:1 - ଓଡିଆ ବାଇବେଲ1 ହେ ସଦାପ୍ରଭୁ, ମୁଁ ତୁମ୍ଭର ଗୁଣ ଗାନ କରିବି; କାରଣ ତୁମ୍ଭେ ମୋତେ ଉଠାଇଅଛ; ଓ ମୋ’ ଶତ୍ରୁଗଣକୁ ମୋ’ ଉପରେ ଆନନ୍ଦ କରିବାକୁ ଦେଇ ନାହଁ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ହେ ସଦାପ୍ରଭୋ, ମୁଁ ତୁମ୍ଭର ଗୁଣ ଗାନ କରିବି; କାରଣ ତୁମ୍ଭେ ମୋତେ ଉଠାଇଅଛ ଓ ମୋʼ ଶତ୍ରୁଗଣକୁ ମୋʼ ଉପରେ ଆନନ୍ଦ କରିବାକୁ ଦେଇ ନାହଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ସଦାପ୍ରଭୋ, ମୁଁ ତୁମ୍ଭର ଗୁଣଗାନ କରିବି; କାରଣ ତୁମ୍ଭେ ମୋତେ ଉଠାଇଅଛ; ଓ ମୋʼ ଶତ୍ରୁଗଣକୁ ମୋʼ ଉପରେ ଆନନ୍ଦ କରିବାକୁ ଦେଇ ନାହଁ। Viz kapitolaପବିତ୍ର ବାଇବଲ1 ହେ ସଦାପ୍ରଭୁ, ତୁମ୍ଭେ ମୋତେ ମୋର ସମସ୍ତ ବିପଦରୁ ଉଦ୍ଧାର କରିଛ। ତୁମ୍ଭେ ମୋର ଶତ୍ରୁଙ୍କୁ ମୋତେ ପରାଜିତ କରିବାକୁ ସୁଯୋଗ ଦେଲ ନାହିଁ କି ସେମାନେ ମୋତେ ପରିହାସ କରିବାକୁ ଦେଲ ନାହିଁ। ତେଣୁ ମୁଁ ତୁମ୍ଭକୁ ସମ୍ମାନ ଜଣାଉଛି। Viz kapitola |