ଗୀତସଂହିତା 30:12 - ଓଡିଆ ବାଇବେଲ12 ଏଥିପାଇଁ ମୋହର ପ୍ରାଣ ତୁମ୍ଭର ପ୍ରଶଂସା ଗାନ କରିବ ଓ ନୀରବ ନୋହିବ, ହେ ସଦାପ୍ରଭୁ, ମୋହର ପରମେଶ୍ୱର, ମୁଁ ଅନନ୍ତକାଳ ତୁମ୍ଭକୁ ଧନ୍ୟବାଦ ଦେବି। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଏଥିପାଇଁ ତୁମ୍ଭେ ମୋହର ବିଳାପକୁ ନୃତ୍ୟରେ ପରିଣତ କରିଅଛ; ତୁମ୍ଭେ ମୋହର ଚଟବସ୍ତ୍ର ଫିଟାଇ ଆନନ୍ଦରୂପ ପଟୁକାରେ ମୋହର କଟି ବାନ୍ଧିଅଛ; ହେ ସଦାପ୍ରଭୋ, ମୋହର ପରମେଶ୍ଵର, ମୁଁ ଅନନ୍ତକାଳ ତୁମ୍ଭକୁ ଧନ୍ୟବାଦ ଦେବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଥିପାଇଁ ମୋହର ପ୍ରାଣ ତୁମ୍ଭର ପ୍ରଶଂସା ଗାନ କରିବ ଓ ନୀରବ ନୋହିବ, ହେ ସଦାପ୍ରଭୋ, ମୋହର ପରମେଶ୍ୱର, ମୁଁ ଅନନ୍ତକାଳ ତୁମ୍ଭକୁ ଧନ୍ୟବାଦ ଦେବି। Viz kapitolaପବିତ୍ର ବାଇବଲ12 ହେ ସଦାପ୍ରଭୁ, ମୋର ପରମେଶ୍ୱର, ମୁଁ ଚିରଦିନ ତୁମ୍ଭର ଗୁଣଗାନ କରିବି, କେବେ ନୀରବରେ ବସି ରହିବି ନାହିଁ। ତେଣୁ ସବୁବେଳେ କେହି ନା କେହି ତୁମ୍ଭକୁ ସମ୍ମାନ ଜଣାଇବା ପାଇଁ ତୁମ୍ଭର ଗୁଣଗାନ କରୁଥିବ। Viz kapitola |