ଗୀତସଂହିତା 31:18 - ଓଡିଆ ବାଇବେଲ18 ମିଥ୍ୟାବାଦୀ ଓଷ୍ଠାଧରସବୁ ମୂକ ହେଉ, ସେମାନେ ଅହଙ୍କାର ଓ ତୁଚ୍ଛ ଭାବରେ ଧାର୍ମିକମାନଙ୍କ ପ୍ରତିକୂଳରେ ଦର୍ପ କଥା କହନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)18 ମିଥ୍ୟାବାଦୀ ଓଷ୍ଠାଧରସବୁ ମୂକ ହେଉ, ସେମାନେ ଅହଙ୍କାର ଓ ତୁଚ୍ଛ ଭାବରେ ଧାର୍ମିକମାନଙ୍କ ପ୍ରତିକୂଳରେ ଦର୍ପ କଥା କହନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ମିଥ୍ୟାବାଦୀ ଓଷ୍ଠାଧରସବୁ ମୂକ ହେଉ, ସେମାନେ ଅହଙ୍କାର ଓ ତୁଚ୍ଛ ଭାବରେ ଧାର୍ମିକମାନଙ୍କ ପ୍ରତିକୂଳରେ ଦର୍ପ କଥା କହନ୍ତି। Viz kapitolaପବିତ୍ର ବାଇବଲ18 ସେହି ଦୁଷ୍ଟ ଲୋକମାନେ ମିଥ୍ୟାବାଦୀ। ସେମାନେ ଧାର୍ମିକ ଲୋକଙ୍କ ବିରୁଦ୍ଧରେ ମିଥ୍ୟାକଥା କୁହନ୍ତି। ସେହି ଦୁଷ୍ଟ ଲୋକମାନେ ଅତ୍ୟନ୍ତ ଅହଂକାରୀ। ସେମାନଙ୍କର ସେହି ମିଥ୍ୟା କହୁଥିବା ଓଷ୍ଠ ନୀରବ ହୋଇଯିବ। Viz kapitola |