ଗୀତସଂହିତା 31:2 - ଓଡିଆ ବାଇବେଲ2 ମୋ’ ପ୍ରତି ଆପଣା କର୍ଣ୍ଣ ଡେର; ଶୀଘ୍ର ମୋତେ ଉଦ୍ଧାର କର; ତୁମ୍ଭେ ମୋ’ ପ୍ରତି ଦୃଢ଼ ଶୈଳ, ମୋହର ପରିତ୍ରାଣାର୍ଥକ ଦୁର୍ଗରୂପ ଗୃହ ହୁଅ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ମୋʼ ପ୍ରତି ଆପଣା କର୍ଣ୍ଣ ଡେର; ଶୀଘ୍ର ମୋତେ ଉଦ୍ଧାର କର; ତୁମ୍ଭେ ମୋʼ ପ୍ରତି ଦୃଢ଼ ଶୈଳ, ମୋହର ପରିତ୍ରାଣାର୍ଥକ ଦୁର୍ଗରୂପ ଗୃହ ହୁଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ମୋʼ ପ୍ରତି ଆପଣା କର୍ଣ୍ଣ ଡେର; ଶୀଘ୍ର ମୋତେ ଉଦ୍ଧାର କର; ତୁମ୍ଭେ ମୋʼ ପ୍ରତି ଦୃଢ଼ ଶୈଳ, ମୋହର ପରିତ୍ରାଣାର୍ଥକ ଦୁର୍ଗରୂପ ଗୃହ ହୁଅ। Viz kapitolaପବିତ୍ର ବାଇବଲ2 ହେ ପରମେଶ୍ୱର, ମୋ’ ନିବେଦନ ଶୁଣ। ଶୀଘ୍ର ଆସି ମୋତେ ଉଦ୍ଧାର କର। ମୋତେ ଚଟାଣ ସଦୃଶ ରକ୍ଷା କର। ମୋର ନିରାପଦ ଆଶ୍ରୟସ୍ଥଳର ଦୁର୍ଗ ଭଳି କାର୍ଯ୍ୟ କର। ମୋର ନିରାପତ୍ତା ବଳୟ ହୁଅ। ମୋତେ ରକ୍ଷା କର। Viz kapitola |