ଗୀତସଂହିତା 31:20 - ଓଡିଆ ବାଇବେଲ20 ତୁମ୍ଭେ ମନୁଷ୍ୟର ସବୁ କୁମନ୍ତ୍ରଣାରୁ ସେମାନଙ୍କୁ ଆପଣା ଶ୍ରୀଛାମୁର ଅନ୍ତରାଳରେ ଲୁଚାଇବ; ତୁମ୍ଭେ ଜିହ୍ୱାସମୂହର ବିରୋଧରୁ ସେମାନଙ୍କୁ ଆପଣା ଆବାସରେ ଗୋପନ କରି ରଖିବ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ତୁମ୍ଭେ ମନୁଷ୍ୟର ସବୁ କୁମନ୍ତ୍ରଣାରୁ ସେମାନଙ୍କୁ ଆପଣା ଶ୍ରୀଛାମୁର ଅନ୍ତରାଳରେ ଲୁଚାଇବ; ତୁମ୍ଭେ ଜିହ୍ଵାସମୂହର ବିରୋଧରୁ ସେମାନଙ୍କୁ ଆପଣା ଆବାସରେ ଗୋପନ କରି ରଖିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତୁମ୍ଭେ ମନୁଷ୍ୟର ସବୁ କୁମନ୍ତ୍ରଣାରୁ ସେମାନଙ୍କୁ ଆପଣା ଶ୍ରୀଛାମୁର ଅନ୍ତରାଳରେ ଲୁଚାଇବ; ତୁମ୍ଭେ ଜିହ୍ୱାସମୂହର ବିରୋଧରୁ ସେମାନଙ୍କୁ ଆପଣା ଆବାସରେ ଗୋପନ କରି ରଖିବ। Viz kapitolaପବିତ୍ର ବାଇବଲ20 ଦୁଷ୍ଟ ଲୋକମାନେ ଏକତ୍ରିତ ହୋଇ ଉତ୍ତମ ଲୋକଙ୍କର କ୍ଷତି କରିବାକୁ ଗ୍ଭହାନ୍ତି। ସେହି ଦୁଷ୍ଟ ଲୋକମାନେ ବିବାଦ ଆରମ୍ଭ କରନ୍ତି କିନ୍ତୁ ତୁମ୍ଭେ ସେହି ଉତ୍ତମ ଲୋକଙ୍କୁ ଲୁଗ୍ଭଇ ରଖି ସେମାନଙ୍କୁ ସୁରକ୍ଷା ପ୍ରଦାନ କର ଓ ତୁମ୍ଭେ ସେମାନଙ୍କୁ ଆପଣା ଆଶ୍ରୟ ସ୍ଥଳରେ ରକ୍ଷାକର। Viz kapitola |