Online Bible

- Reklamy -




ଗୀତସଂହିତା 31:22 - ଓଡିଆ ବାଇବେଲ

22 ମାତ୍ର ମୁଁ ତୁମ୍ଭ ଦୃଷ୍ଟିରୁ ଉଚ୍ଛିନ୍ନ ବୋଲି ଆପଣା ଅଧୈର୍ଯ୍ୟରେ କହିଥିଲି; ତଥାପି ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲା ବେଳେ ତୁମ୍ଭେ ମୋ’ ନିବେଦନର ରବ ଶୁଣିଲ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ମାତ୍ର ମୁଁ ତୁମ୍ଭ ଦୃଷ୍ଟିରୁ ଉଚ୍ଛିନ୍ନ ବୋଲି ଆପଣା ଅଧୈର୍ଯ୍ୟରେ କହିଥିଲି; ତଥାପି ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲା ବେଳେ ତୁମ୍ଭେ ମୋʼ ନିବେଦନର ରବ ଶୁଣିଲ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ମାତ୍ର ମୁଁ ତୁମ୍ଭ ଦୃଷ୍ଟିରୁ ଉଚ୍ଛିନ୍ନ ବୋଲି ଆପଣା ଅଧୈର୍ଯ୍ୟରେ କହିଥିଲି; ତଥାପି ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲା ବେଳେ ତୁମ୍ଭେ ମୋʼ ନିବେଦନର ରବ ଶୁଣିଲ।

Viz kapitola kopírovat

ପବିତ୍ର ବାଇବଲ

22 ମୁଁ ଭୟଭୀତ ହୋଇ ପଡ଼ିଲି ଓ ମୁଁ କହିଲି, “ମୁଁ ଏମିତି ଏକ ସ୍ଥାନରେ ଅଛି, ଯେଉଁଠାରୁ ପରମେଶ୍ୱର ମୋତେ ଦେଖି ପାରିବେ ନାହିଁ।” କିନ୍ତୁ ମୁଁ ତୁମ୍ଭକୁ ପ୍ରାର୍ଥନା କଲି ଓ “ପରମେଶ୍ୱର” ତୁମ୍ଭେ ସହାୟତା ପାଇଁ ମୋର ଡାକ ଶୁଣିଲ।

Viz kapitola kopírovat




ଗୀତସଂହିତା 31:22

Následuj nás:

Reklamy


Reklamy