ଗୀତସଂହିତା 31:23 - ଓଡିଆ ବାଇବେଲ23 ହେ ସଦାପ୍ରଭୁଙ୍କ ସଦ୍ଭକ୍ତ ସମସ୍ତେ, ତାହାଙ୍କୁ ପ୍ରେମ କର; ସଦାପ୍ରଭୁ ବିଶ୍ୱସ୍ତ ଲୋକମାନଙ୍କୁ ରକ୍ଷା କରନ୍ତି ଓ ଗର୍ବାଚାରୀମାନଙ୍କୁ ବହୁଳ ରୂପେ ପ୍ରତିଫଳ ଦିଅନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)23 ହେ ସଦାପ୍ରଭୁଙ୍କ ସଦ୍ଭକ୍ତ ସମସ୍ତେ, ତାହାଙ୍କୁ ପ୍ରେମ କର; ସଦାପ୍ରଭୁ ବିଶ୍ଵସ୍ତ ଲୋକମାନଙ୍କୁ ରକ୍ଷା କରନ୍ତି ଓ ଗର୍ବାଚାରୀମାନଙ୍କୁ ବହୁଳ ରୂପେ ପ୍ରତିଫଳ ଦିଅନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ହେ ସଦାପ୍ରଭୁଙ୍କ ସଦ୍ଭକ୍ତ ସମସ୍ତେ, ତାହାଙ୍କୁ ପ୍ରେମ କର; ସଦାପ୍ରଭୁ ବିଶ୍ୱସ୍ତ ଲୋକମାନଙ୍କୁ ରକ୍ଷା କରନ୍ତି ଓ ଗର୍ବାଚାରୀମାନଙ୍କୁ ବହୁଳ ରୂପେ ପ୍ରତିଫଳ ଦିଅନ୍ତି। Viz kapitolaପବିତ୍ର ବାଇବଲ23 ହେ ପରମେଶ୍ୱରଙ୍କ ଆଶ୍ରିତଗଣ, ତୁମ୍ଭେ ସଦାପ୍ରଭୁଙ୍କୁ ଭଲ ପାଅ। ସଦାପ୍ରଭୁ ସେହିମାନଙ୍କୁ ରକ୍ଷା କରନ୍ତି, ଯେଉଁମାନେ ତାଙ୍କର ଆଶ୍ରିତ ଅଟନ୍ତି, କିନ୍ତୁ ସଦାପ୍ରଭୁ ସେହି ଲୋକମାନଙ୍କୁ ଦଣ୍ଡ ଦିଅନ୍ତି, ଯେଉଁମାନେ ନିଜ ଶକ୍ତିର ଅପବ୍ୟବହାର କରନ୍ତି। ସେ ସେହିମାନଙ୍କୁ ଦଣ୍ଡ ପ୍ରଦାନ କରନ୍ତି, ଯେଉଁମାନେ ଦଣ୍ଡର ଅଧିକାରୀ। Viz kapitola |