ଗୀତସଂହିତା 33:11 - ଓଡିଆ ବାଇବେଲ11 ସଦାପ୍ରଭୁଙ୍କ ମନ୍ତ୍ରଣା ଅନନ୍ତକାଳସ୍ଥାୟୀ; ତାହାଙ୍କ ଚିତ୍ତର ସଂକଳ୍ପସବୁ ପୁରୁଷାନୁକ୍ରମେ ଥାଏ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ସଦାପ୍ରଭୁଙ୍କ ମନ୍ତ୍ରଣା ଅନନ୍ତକାଳସ୍ଥାୟୀ; ତାହାଙ୍କ ଚିତ୍ତର ସଙ୍କଳ୍ପ-ସବୁ ପୁରୁଷାନୁକ୍ରମେ ଥାଏ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସଦାପ୍ରଭୁଙ୍କ ମନ୍ତ୍ରଣା ଅନନ୍ତକାଳସ୍ଥାୟୀ; ତାହାଙ୍କ ଚିତ୍ତର ସଂକଳ୍ପସବୁ ପୁରୁଷାନୁକ୍ରମେ ଥାଏ। Viz kapitolaପବିତ୍ର ବାଇବଲ11 କିନ୍ତୁ ସଦାପ୍ରଭୁଙ୍କ ଉପଦେଶ ଚିରଦିନ ମଙ୍ଗଳମୟ ତାଙ୍କର ସଂକଳ୍ପ ସବୁ ଚିରକାଳ ଲାଗି ବଂଶାନୁକ୍ରମେ ଥାଏ। Viz kapitola |