ଗୀତସଂହିତା 33:12 - ଓଡିଆ ବାଇବେଲ12 ସଦାପ୍ରଭୁ ଯେଉଁ ଗୋଷ୍ଠୀର ପରମେଶ୍ୱର, ସେ ଧନ୍ୟ; ସେ ଯେଉଁ ଲୋକମାନଙ୍କୁ ଆପଣା ଅଧିକାରାର୍ଥେ ମନୋନୀତ କରିଅଛନ୍ତି, ସେମାନେ ଧନ୍ୟ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ସଦାପ୍ରଭୁ ଯେଉଁ ଗୋଷ୍ଠୀର ପରମେଶ୍ଵର, ସେ ଧନ୍ୟ; ସେ ଯେଉଁ ଲୋକମାନଙ୍କୁ ଆପଣା ଅଧିକାରାର୍ଥେ ମନୋନୀତ କରିଅଛନ୍ତି, ସେମାନେ ଧନ୍ୟ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସଦାପ୍ରଭୁ ଯେଉଁ ଗୋଷ୍ଠୀର ପରମେଶ୍ୱର, ସେ ଧନ୍ୟ; ସେ ଯେଉଁ ଲୋକମାନଙ୍କୁ ଆପଣା ଅଧିକାରାର୍ଥେ ମନୋନୀତ କରିଅଛନ୍ତି, ସେମାନେ ଧନ୍ୟ। Viz kapitolaପବିତ୍ର ବାଇବଲ12 ଯେଉଁ ଲୋକମାନେ ସଦାପ୍ରଭୁଙ୍କୁ ମାନନ୍ତି ସେମାନେ ସମସ୍ତେ ଭାଗ୍ୟଶାଳୀ ଅଟନ୍ତି। କାରଣ ପରମେଶ୍ୱର ସେମାନଙ୍କୁ ସ୍ୱତନ୍ତ୍ର ଭାବରେ ବିବେଚନା କରନ୍ତି। Viz kapitola |