ଗୀତସଂହିତା 33:17 - ଓଡିଆ ବାଇବେଲ17 ରକ୍ଷାର୍ଥେ ଅଶ୍ୱ ମିଥ୍ୟା; କିଅବା ସେ ଆପଣା ମହାବଳ ଦ୍ୱାରା କାହାକୁ ରକ୍ଷା କରି ପାରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ରକ୍ଷାର୍ଥେ ଅଶ୍ଵ ମିଥ୍ୟା; କିଅବା ସେ ଆପଣା ମହାବଳ ଦ୍ଵାରା କାହାକୁ ରକ୍ଷା କରି ପାରିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ରକ୍ଷାର୍ଥେ ଅଶ୍ୱ ମିଥ୍ୟା; କିଅବା ସେ ଆପଣା ମହାବଳ ଦ୍ୱାରା କାହାକୁ ରକ୍ଷା କରି ପାରିବ ନାହିଁ। Viz kapitolaପବିତ୍ର ବାଇବଲ17 ଅଶ୍ୱମାନେ କେବଳ ଯୁଦ୍ଧରେ ବିଜୟୀ କରାନ୍ତି ନାହିଁ। ସେମାନଙ୍କର ଶକ୍ତି କେବଳ ତୁମ୍ଭକୁ ପ୍ରକୃତରେ ଉଦ୍ଧାର କରିବାକୁ ସମର୍ଥ ହେବ ନାହିଁ। Viz kapitola |