ଗୀତସଂହିତା 33:19 - ଓଡିଆ ବାଇବେଲ19 ସେମାନଙ୍କ ପ୍ରାଣ ମୃତ୍ୟୁୁରୁ ରକ୍ଷା କରିବା ପାଇଁ ଓ ଦୁର୍ଭିକ୍ଷ ସମୟରେ ସେମାନଙ୍କୁ ବଞ୍ଚାଇବା ପାଇଁ ସେମାନଙ୍କ ଉପରେ ତାହାଙ୍କର ଦୃଷ୍ଟି ଥାଏ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ସେମାନଙ୍କ ପ୍ରାଣ ମୃତ୍ୟୁରୁ ରକ୍ଷା କରିବା ପାଇଁ ଓ ଦୁର୍ଭିକ୍ଷ ସମୟରେ ସେମାନଙ୍କୁ ବଞ୍ଚାଇବା ପାଇଁ ସେମାନଙ୍କ ଉପରେ ତାହାଙ୍କର ଦୃଷ୍ଟି ଥାଏ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ସେମାନଙ୍କ ପ୍ରାଣ ମୃତ୍ୟୁୁରୁ ରକ୍ଷା କରିବା ପାଇଁ ଓ ଦୁର୍ଭିକ୍ଷ ସମୟରେ ସେମାନଙ୍କୁ ବଞ୍ଚାଇବା ପାଇଁ ସେମାନଙ୍କ ଉପରେ ତାହାଙ୍କର ଦୃଷ୍ଟି ଥାଏ। Viz kapitolaପବିତ୍ର ବାଇବଲ19 ପ୍ରଭୁ ସେହି ଲୋକମାନଙ୍କୁ ମୃତ୍ୟୁ ମୁଖରୁ ରକ୍ଷା କରନ୍ତି। ସେ ସେମାନଙ୍କୁ ଶକ୍ତି ପ୍ରଦାନ କରନ୍ତି। ଯେତେବେଳେ ସେମାନେ ଅତ୍ୟନ୍ତ ଭୋକିଲା ଥା’ନ୍ତି। Viz kapitola |