ଗୀତସଂହିତା 33:8 - ଓଡିଆ ବାଇବେଲ8 ସମୁଦାୟ ପୃଥିବୀ ସଦାପ୍ରଭୁଙ୍କୁ ଭୟ କରୁ; ଜଗନ୍ନିବାସୀ ସମସ୍ତେ ତାହାଙ୍କ ବିଷୟରେ ଭୀତ ହେଉନ୍ତୁ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ସମୁଦାୟ ପୃଥିବୀ ସଦାପ୍ରଭୁଙ୍କୁ ଭୟ କରୁ; ଜଗନ୍ନିବାସୀ ସମସ୍ତେ ତାହାଙ୍କ ବିଷୟରେ ଭୀତ ହେଉନ୍ତୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସମୁଦାୟ ପୃଥିବୀ ସଦାପ୍ରଭୁଙ୍କୁ ଭୟ କରୁ; ଜଗନ୍ନିବାସୀ ସମସ୍ତେ ତାହାଙ୍କ ବିଷୟରେ ଭୀତ ହେଉନ୍ତୁ। Viz kapitolaପବିତ୍ର ବାଇବଲ8 ଏ ପୃଥିବୀର ପ୍ରତ୍ୟେକ ବ୍ୟକ୍ତି ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରିବା ଉଚିତ୍। ଏ ପୃଥିବୀର ସମସ୍ତ ଲୋକ ତାଙ୍କୁ ଭୟ କରିବା ଉଚିତ୍। Viz kapitola |