ଗୀତସଂହିତା 34:17 - ଓଡିଆ ବାଇବେଲ17 ଧାର୍ମିକମାନେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଶୁଣିଲେ ଓ ସେମାନଙ୍କ ସର୍ବ ସଙ୍କଟରୁ ସେମାନଙ୍କୁ ଉଦ୍ଧାର କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଧାର୍ମିକମାନେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଶୁଣିଲେ ଓ ସେମାନଙ୍କ ସର୍ବସଙ୍କଟରୁ ସେମାନଙ୍କୁ ଉଦ୍ଧାର କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଧାର୍ମିକମାନେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଶୁଣିଲେ ଓ ସେମାନଙ୍କ ସର୍ବ ସଙ୍କଟରୁ ସେମାନଙ୍କୁ ଉଦ୍ଧାର କଲେ। Viz kapitolaପବିତ୍ର ବାଇବଲ17 ସଦାପ୍ରଭୁଙ୍କୁ ପ୍ରାର୍ଥନା କର ସେ ତୁମ୍ଭ ଡାକ ଶୁଣିବେ। ସେ ତୁମ୍ଭକୁ ତୁମ୍ଭର ସମସ୍ତ ବିପଦରୁ ଉଦ୍ଧାର କରିବେ। Viz kapitola |