ଗୀତସଂହିତା 34:4 - ଓଡିଆ ବାଇବେଲ4 ମୁଁ ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କଲି ଓ ସେ ମୋତେ ଉତ୍ତର ଦେଲେ, ପୁଣି, ମୋହର ସବୁ ଭୟରୁ ମୋତେ ଉଦ୍ଧାର କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ମୁଁ ସଦାପ୍ରଭୁଙ୍କର ଅନ୍ଵେଷଣ କଲି ଓ ସେ ମୋତେ ଉତ୍ତର ଦେଲେ, ପୁଣି ମୋହର ସବୁ ଭୟରୁ ମୋତେ ଉଦ୍ଧାର କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ମୁଁ ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କଲି ଓ ସେ ମୋତେ ଉତ୍ତର ଦେଲେ, ପୁଣି, ମୋହର ସବୁ ଭୟରୁ ମୋତେ ଉଦ୍ଧାର କଲେ। Viz kapitolaପବିତ୍ର ବାଇବଲ4 ମୁଁ ପରମେଶ୍ୱରଙ୍କୁ ପ୍ରାର୍ଥନା କଲି। ସେ ମୋତେ ସମସ୍ତ ଭୟରୁ ମୁକ୍ତି ପ୍ରଦାନ କଲେ। Viz kapitola |