Online Bible

- Reklamy -




ଗୀତସଂହିତା 35:15 - ଓଡିଆ ବାଇବେଲ

15 ମାତ୍ର ମୋହର ପାଦ ଖସିଯିବା ବେଳେ ସେମାନେ ଆନନ୍ଦ କରି ଏକତ୍ରିତ ହେଲେ; ଅଧମ ଲୋକମାନେ ମୋ’ ଅଜ୍ଞାତସାରରେ ମୋ’ ପ୍ରତିକୂଳରେ ଏକତ୍ରିତ ହେଲେ; ସେମାନେ ମୋତେ ବିଦୀର୍ଣ୍ଣ କଲେ ଓ କ୍ଷାନ୍ତ ନୋହିଲେ;

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ମାତ୍ର ମୋହର ପାଦ ଖସିଯିବା ବେଳେ ସେମାନେ ଆନନ୍ଦ କରି ଏକତ୍ରିତ ହେଲେ; ଅଧମ ଲୋକମାନେ ମୋʼ ଅଜ୍ଞାତସାରରେ ମୋʼ ପ୍ରତିକୂଳରେ ଏକତ୍ରିତ ହେଲେ; ସେମାନେ ମୋତେ ବିଦୀର୍ଣ୍ଣ କଲେ ଓ କ୍ଷା; ନୋହିଲେ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ମାତ୍ର ମୋହର ପାଦ ଖସିଯିବା ବେଳେ ସେମାନେ ଆନନ୍ଦ କରି ଏକତ୍ରିତ ହେଲେ; ଅଧମ ଲୋକମାନେ ମୋʼ ଅଜ୍ଞାତସାରରେ ମୋʼ ପ୍ରତିକୂଳରେ ଏକତ୍ରିତ ହେଲେ; ସେମାନେ ମୋତେ ବିଦୀର୍ଣ୍ଣ କଲେ ଓ କ୍ଷାନ୍ତ ନୋହିଲେ;

Viz kapitola kopírovat

ପବିତ୍ର ବାଇବଲ

15 ମୁଁ ଯେତେବେଳେ ଗୋଟିଏ ଭୁଲ୍ କରି ବସିଲି, ସେହି ଲୋକମାନେ ମୋତେ ଦେଖି ହସିଲେ। ସେହି ଲୋକମାନେ ପ୍ରକୃତ ବନ୍ଧୁ ନୁହନ୍ତି। ମୁଁ ସେମାନଙ୍କୁ ସତେ ଯେମିତି ଜାଣେ ନାହିଁ। ସେମାନେ ମୋତେ ଗ୍ଭରିଆଡ଼ୁ ଘେରି ଆକ୍ରମଣ କଲେ।

Viz kapitola kopírovat




ଗୀତସଂହିତା 35:15

Následuj nás:

Reklamy


Reklamy