ଗୀତସଂହିତା 35:25 - ଓଡିଆ ବାଇବେଲ25 “ହଁ, ସେପରି ହେଉ ବୋଲି ଆମ୍ଭମାନଙ୍କ ଇଚ୍ଛା,” ଏହା ସେମାନେ ଆପଣା ଆପଣା ମନରେ ନ କହନ୍ତୁ; “ଆମ୍ଭେମାନେ ତାହାକୁ ଗ୍ରାସ କରିଅଛୁ” ବୋଲି ସେମାନେ ନ କହନ୍ତୁ। Viz kapitolaପବିତ୍ର ବାଇବଲ (Re-edited) - (BSI)25 ହଁ, ସେପରି ହେଉ ବୋଲି ଆମ୍ଭମାନଙ୍କ ଇଚ୍ଛା, ଏହା ସେମାନେ ଆପଣା ଆପଣା ମନରେ ନ କହନ୍ତୁ; ଆମ୍ଭେମାନେ ତାହାକୁ ଗ୍ରାସ କରିଅଛୁ ବୋଲି ସେମାନେ ନ କହନ୍ତୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 “ହଁ, ସେପରି ହେଉ ବୋଲି ଆମ୍ଭମାନଙ୍କ ଇଚ୍ଛା,” ଏହା ସେମାନେ ଆପଣା ଆପଣା ମନରେ ନ କହନ୍ତୁ; “ଆମ୍ଭେମାନେ ତାହାକୁ ଗ୍ରାସ କରିଅଛୁ” ବୋଲି ସେମାନେ ନ କହନ୍ତୁ। Viz kapitolaପବିତ୍ର ବାଇବଲ25 ସେହି ଲୋକମାନଙ୍କୁ କହିବାକୁ ଦିଅ ନାହିଁ, “ଯାହା ଆମ୍ଭେ ଗ୍ଭହିଁଥିଲୁ ତାହା ଆମ୍ଭେ ପାଇଲୁ।” ସଦାପ୍ରଭୁ, ସେମାନେ କୁହନ୍ତୁ ନାହିଁ, “ଆମ୍ଭେ ତାକୁ ଧ୍ୱଂସ କରିଛୁ।” Viz kapitola |