ଗୀତସଂହିତା 35:26 - ଓଡିଆ ବାଇବେଲ26 ଯେଉଁମାନେ ମୋ’ ବିପଦରେ ଆନନ୍ଦ କରନ୍ତି, ସେମାନେ ଏକତ୍ର ଲଜ୍ଜିତ ଓ ବିବ୍ରତ ହେଉନ୍ତୁ; ଯେଉଁମାନେ ମୋ’ ବିରୁଦ୍ଧରେ ଦର୍ପ କରନ୍ତି, ସେମାନେ ଲଜ୍ଜା ଓ ଅପମାନ ପରିଧାନ କରନ୍ତୁ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ଯେଉଁମାନେ ମୋʼ ବିପଦରେ ଆନନ୍ଦ କରନ୍ତି, ସେମାନେ ଏକତ୍ର ଲଜ୍ଜିତ ଓ ଘାବରା ହେଉନ୍ତୁ; ଯେଉଁମାନେ ମୋʼ ବିରୁଦ୍ଧରେ ଦର୍ପ କରନ୍ତି, ସେମାନେ ଲଜ୍ଜା ଓ ଅପମାନ ପରିଧାନ କରନ୍ତୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଯେଉଁମାନେ ମୋʼ ବିପଦରେ ଆନନ୍ଦ କରନ୍ତି, ସେମାନେ ଏକତ୍ର ଲଜ୍ଜିତ ଓ ବିବ୍ରତ ହେଉନ୍ତୁ; ଯେଉଁମାନେ ମୋʼ ବିରୁଦ୍ଧରେ ଦର୍ପ କରନ୍ତି, ସେମାନେ ଲଜ୍ଜା ଓ ଅପମାନ ପରିଧାନ କରନ୍ତୁ। Viz kapitolaପବିତ୍ର ବାଇବଲ26 ମୁଁ ଆଶା କରୁଛି ମୋର ଶତ୍ରୁମାନେ ଲଜ୍ଜିତ ହେବେ ଓ ନିରାଶ ହେବେ। ଯେତେବେଳେ ମୋ’ ଉପରେ ବିପଦ ପଡ଼େ ସେହି ଲୋକମାନେ ଖୁସୀ ହୁଅନ୍ତି। ସେମାନେ ଭାବନ୍ତି ସେମାନେ ମୋ'ଠାରୁ ଭଲ। ତେଣୁ ସେହି ଲୋକମାନଙ୍କର ମୁହଁ ଲଜ୍ଜା ଓ କାଳିମାରେ ଘୋଡ଼ାଇ ହୋଇଯାଉ। Viz kapitola |