ଗୀତସଂହିତା 35:7 - ଓଡିଆ ବାଇବେଲ7 ଯେହେତୁ ସେମାନେ ଅକାରଣରେ ମୋ’ ପାଇଁ ଗର୍ତ୍ତ ମଧ୍ୟରେ ଜାଲ ଲୁଚାଇ ଅଛନ୍ତି, ସେମାନେ ଅକାରଣରେ ମୋ’ ପାଇଁ ଖାତ ଖୋଳି ଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଯେହେତୁ ସେମାନେ ଅକାରଣରେ ମୋʼ ପାଇଁ ଗର୍ତ୍ତ ମଧ୍ୟରେ ଜାଲ ଲୁଚାଇ ଅଛନ୍ତି, ସେମାନେ ଅକାରଣରେ ମୋʼ ପାଇଁ ଖାତ ଖୋଳି ଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଯେହେତୁ ସେମାନେ ଅକାରଣରେ ମୋʼ ପାଇଁ ଗର୍ତ୍ତ ମଧ୍ୟରେ ଜାଲ ଲୁଚାଇଅଛନ୍ତି, ସେମାନେ ଅକାରଣରେ ମୋʼ ପାଇଁ ଖାତ ଖୋଳିଅଛନ୍ତି। Viz kapitolaପବିତ୍ର ବାଇବଲ7 ମୁଁ କୌଣସି ଭୁଲ୍ କାର୍ଯ୍ୟ କରି ନାହିଁ। ତଥାପି ସେ ଲୋକମାନେ ବିନା କାରଣରେ ମୋତେ ଯନ୍ତାରେ ପକାଇବାକୁ ଚେଷ୍ଟା କରିଥିଲେ। ସେମାନେ ମୋତେ ଯନ୍ତାରେ ପକାଇବାକୁ ଉଦ୍ୟମ କରିଥିଲେ। Viz kapitola |